ଅପରାଧ ରାଜ୍ୟ

ନଦୀରୁ ମିଳିଲା ମହିଳାଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ

କଟକ ୨୫/୦୫: କଟକ ବିଡାନାସୀରେ ଅଘଟଣ । ଏନସିସି ଘାଟ ନଦୀରୁ ଉଦ୍ଧାର ହେଲା ଅଜଣା ମହିଳାଙ୍କ ମୃତଦେହ । ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବା ନେଇ ପୋଲିସକୁ ଖବର ଦେଇଥିଲେ ।

ବିଡାନାସୀ ପୋଲିସ ପହଞ୍ଚି ମୃତଦେହ ଜବତ କରି SCB ମେଡିକାଲକୁ ପଠାଇଛି । ପାରିପାର୍ଶିକ ସ୍ଥିତିକୁ ଦେଖିଲେ ମହିଳା ଜଣକ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ ପ୍ରକାଶ କରୁଛି । ଏବେ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ହତ୍ୟା ନାଁ ଆତ୍ମହତ୍ୟା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।