ଅପରାଧ ରାଜ୍ୟ

ନଦୀରେ ଭାସୁଛି ନବଜାତର ମୃତଦେହ, ପୋଲିସ ଖୋଜୁଛି କାରଣ

ତେଲକୋଇ ୦୮।୧୦ : ନଦୀରେ ଭାସୁଛି ନବଜାତର ମୃତଦେହ । କେନ୍ଦୁଝର ଜିଲ୍ଲା ସମାକୋଇ ପୋଲ ନିକଟରେ ମୃତଦେହ ଲାଗିଥିବା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଶନିବାର ସକାଳୁ କିଛି ଲୋକ ନଦୀକୁ ଗାଧୋଇବାକୁ ଆସିଥିଲେ । ଏହି ସମୟରେ ନବଜାତର ମୃତଦେହ ଭାସୁଥିବାର ଦେଖିଥିଲେ । ଏହାପରେ ମୃତଦେହକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା । ସେପଟେ ଘଟଣା ସଂପର୍କରେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ନଦୀକୁ ମୃତଦେହ କିପରି ଆସିଲା । ସେନେଇ ତନାଘନା ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।