ଅପରାଧ ରାଜ୍ୟ

ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଗୁରୁବାରଠୁ ନିଖୋଜ ଥିଲେ କୈଳାସ

ସୋରୋ୧୯/୦୮: ନଦୀରେ ଯୁବକର ମୃତ ଦେହ ଉଦ୍ଧାର । ପୋଲିସର ତନାଘନା । ଖଇରା ବ୍ଲକ କୋଚିଆକୋଇଲି ଗ୍ରାମର ସୁରେନ୍ଦ୍ର ଦାସଙ୍କ ପୁଅ କୈଳାସ ଦାସ ଗତକାଲି ଠାରୁ ଘରୁ ନିଖୋଜ ଥିଲେ ।

ଆଜି ସକାଳେ ଗ୍ରାମ ଆରମ୍ଭରୁ ଯାଇଥିବା ନଦୀରେ କୈଳାସର ମୃତଦେହଙ୍କୁ ଅଞ୍ଚଳବାସୀ ଦେଖିବା ପରେ ଖଇରା ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଁଚି ମୃତଦେହକୁ ନଦୀରୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ତାଙ୍କ ମୃତ୍ୟୁ ନେଇ ସ୍ଥାନୀୟ ଅଞ୍ଚଳରେ ସନ୍ଦେହ ପ୍ରକାଶ ପାଇଛି । ମୃତ କୈଳାସଙ୍କ ପାଟି ଓ ନାକରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।