ଅପରାଧ ରାଜ୍ୟ

ନଦୀ କୂଳରେ ଲାଗିଛି ମହିଳାଙ୍କ ମୃତଦେହ, ମିଳିନି ପରିଚୟ

ପଟ୍ଟାମୁଣ୍ଡାଇ ୧୧।୦୬ : ବ୍ରହ୍ମଣୀ ନଦୀରେ ଲାଗିଛି ଯୁବତୀଙ୍କ ମୃତଦେହ । ଏବେ ଯାଏଁ ମିଳିନି ଯୁବତୀଙ୍କ ପରିଚୟ । ଘଟଣାସ୍ଥଳରେ ପୋଲିସର ଛାନ୍‌ଭିନ୍ ଆରମ୍ଭ ।

ଖବର ଅନୁଯାୟୀ, କେନ୍ଦ୍ରାପଡ଼ା ଅମୃତ ମଣୋହି ପଞ୍ଚାୟତ ଜଗନ୍ନାଥପୁର ଗାଁ ଦେଇ ଯାଇଛି ବ୍ରାହ୍ମଣୀ ନଦୀ । ଶନିବାର ସକାଳୁ ଗାଁ ନଦୀ କୂଳରେ ଏକ ମହିଳାଙ୍କ ମୃତଦେହ ଲାଗିଥିବାରେ ଦେଖିବାକୁ ମିଳିଥିଲା । ଏହାପରେ ଗ୍ରାମବାସୀ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ।

ତେବେ ଏବେ ଯାଏଁ ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କଲା ପରେ ହିଁ ହତ୍ୟାକାଣ୍ଡ ବିଷୟରେ ସବିଶେଷ ତଥ୍ୟ ମିଳିବ ବୋଲି ସ୍ଥାନୀୟଲୋକେ ଆଶା ରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।