ରାଜ୍ୟ ସ୍ୱାସ୍ଥ୍ୟ

ନନ୍ଦନକାନରେ ବାଘ ଛୁଆ ରକି ଅସୁସ୍ଥ; ଚାଲିଛି ଚିକିତ୍ସା

ବାରଙ୍ଗ: ବାଘ ଛୁଆ ରକି ଅସୁସ୍ଥ। ନନ୍ଦ ନକାନନରେ ୧୨ ମାସର ବାଘ ଛୁଆ ରକି ଅସୁସ୍ଥ ହୋଇପଡ଼ିଛି। ଗତ ଦୁଇଦିନ ହେଲା ତାକୁ ତରଳ ଝାଢ଼ା ହେଉଥିବା ଯୋଗୁ ବାଘ ଛୁଆଟି ଅତ୍ୟନ୍ତ ଦୂର୍ବଳ ହୋଇ ପଡ଼ିଛି। ଅସୁସ୍ଥତା ଯୋଗୁ ରକିକୁ ଖିୁଆଡରୁ ବାହାର କରି ନନ୍ଦନକାନନ ଭେଟନାରୀରେ ଥିବା ଏକ ସୂତନ୍ତ୍ର କୋଠରୀରେ ରଖାଯାଇ ଚିକିତ୍ସା କରାଯାଉଛି। ସାଲାଇନ ସହିତ ଆଣ୍ଟିବାୟୋଟିକ୍ ମେଡିସିନ ମଧ୍ୟ ଦିଆଯାଉଛି।

୨୦୨୧ ମାର୍ଚ୍ଚ ମାସ ୨୮ ତାରିଖରେ ବାଘଛୁଆ ରକିର ଜନ୍ମ ହୋଇଥିଲା। ଧଳାବାଘୁଣି ବିଜୟା ପାଖରୁ ରକି ସହିତ ରାକେଶ ଓ ବଂଶି ନାମକ ଅନ୍ୟ ଦୁଇଟି ବାଘ ଶାବକ ଜନ୍ମ ଦେଇଥିଲା

ସେଥିମଧ୍ୟରୁ ଗତ ବର୍ଷ ସେପ୍ଟେମ୍ବର ମାସରେ ବଂଶି ପାର୍ବୋ ରୋଗର ପୀଡ଼ିତ ହୋଇ ମୃତ୍ୟୁ ହୋଇଥିବା ଏବେ ରକିର ଅସୁସ୍ଥତା ନେଇ କତ୍ତୃପକ୍ଷଙ୍କ ଚିନ୍ତା ବଢ଼ିଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ