ଅପରାଧ ରାଜ୍ୟ

ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା : ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା

କେନ୍ଦୁଝର ୧୧।୭: କେନ୍ଦୁଝରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୨୦ଜଣ ସାକ୍ଷୀ ଓ ପ୍ରମାଣକୁ ଭିତ୍ତି କରି ଜଣେ ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା କରାଯାଇଛି । ଜରିମନା ଅନାଦେୟ ଅଧିକ ଏକ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ କେନ୍ଦୁଝର ସ୍ଵତନ୍ତ୍ର ପୋକ୍ସ କୋର୍ଟ ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଘଟଗାଁ ଥାନା ଡଲଙ୍ଗପଶି ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ ଘଟଣା । ପୂର୍ବରୁ ଏହି ଘଟଣାରେ ଅନ୍ୟ ଦୁଇ ଜଣ ଅଭିଯୁକ୍ତକୁ ଦଣ୍ଡାଦେଶ ହୋଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।