ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଯାଜପୁର: ଗତକାଲି ରାତିରେ ଯାଜପୁରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଛି। ଏଥି ସହିତ ତାଙ୍କୁ ଆକ୍ରମଣ କରିଥିବା ପ୍ରାଥମିକ ସୂଚନା ରହିଛି।
ସୂଚନା ଅନୁସାରେ କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର ମିଳିଛି। ପରେ ପୀଡ଼ିତାଙ୍କୁ ଆକ୍ରମଣ କରିଥିବା ବେଳେ ତାଙ୍କ ମୁହଁ ସହ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l