ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ଏନଏସି ସଟଡାଉନ

ନୂଆପଡ଼ା: ଆସନ୍ତା ୧୭ ରୁ ୨୨ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ଏନଏସିକୁ ସଟଡାଉନ ଘୋଷଣା କରାଯାଇଛି। ଆସନ୍ତା ୧୭ ତାରିଖ ସକାଳ ୬ଟା ଠାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ସଟଡାଉନ ବଲବତ୍ତ ରହିବ। ଏହି ସଟଡାଉନରେ ଦୋକାନ ବଜାର, ରେଷ୍ଟୁରାଣ୍ଟ, ଢ଼ାବା, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ବ୍ୟାବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସଟଡାଉନକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦେଶ ଦିଆଯାଇଛି।

ଏହି ସମୟରେ ବିବାହ ଉସବ,ସାମାଜିକ ଉତ୍ସବ, ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ। ସମସ୍ତେ ଘରେ ରହି ସୁରକ୍ଷିତ ରହନ୍ତୁ ଏବଂ ଜିଲ୍ଲାକୁ ସୁରକ୍ଷା ଦେବାରେ ସହଯୋଗ ପ୍ରଦାନ କରିବାକୁ ଜିଲ୍ଲାପାଳ ସ୍ବାଧାଦେଵ ସିଂ ଏବଂ ପୁଲିସ ଆରକ୍ଷୀ ଅଧୀକ୍ଷକ ରାହୁଲ କୁମାର ଜୈନ ଅନୁରୋଧ କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ