ଅପରାଧ ରାଜ୍ୟ

ପଟ୍ଟାମୁଣ୍ଡାଇ କେନାଲରେ ୩ ନିଖୋଜ ଘଟଣା: ଜଣଙ୍କର ମୃତଦେହ ଠାବ

କଟକ: କଟକର ଜଗତପୁର ଦେଇ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲରେ ଭାସି ୩ ଜଣ ନିଖୋଜ ଯୁବକଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଠାବ ହୋଇଥିବାର ସୂଚନା ମିଳିଛି।

ଉଦ୍ଧାର ଯୁବକଜଣକ ଚାଉଳିଆଗଞ୍ଜ ଥାନା ତଳସାହିର ତ୍ରିଲୋଚନ ମହଲା (୨୦) ବୋଲି ଜଣାଯାଇଛି। ଆଉ ୨ ଜଣଙ୍କ ପତ୍ତା ମିଳିନାହିଁ। ଏବେ ବି ଅଗ୍ନିଶମ ବାହିନୀ, ଓଡ୍ରାଫ ଓ ପୁଲିସ ଟିମ୍ ଖୋଜାଖୋଜି ଜାରି ରଖିଛନ୍ତି।

Video Player

00:00
00:25

ସୂଚନାଯୋଗ୍ୟ, ଗତକାଲି ଚୌଦ୍ୱାର ଲଷ୍ମୀପୂଜା ଭସାଣ ବେଳେ କେନାଲ କୂଳରେ ବସିଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରଥମେ ଜଣେ ଭାସିଯିବାରୁ ଉଦ୍ଧାର ପାଇ ଯାଇ ଫସିଥିଲେ ୩ ଜଣ ଯୁବକ।

ସେମାନଙ୍କ ଭିତରୁ ଗତକାଲି ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବାବେଳେ ଆଜି ଆଉ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତେବେ ଅନ୍ୟ ଦୁଇଜଣଙ୍କର ଏଯାଏ ପତ୍ତା ମିଳିନାହିଁପାରୁନି।

ଗତକାଲି ରାତିରେ ଏହି ଘଟଣା ଘଟିଥିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରିନଥିଲା। ଆଜି ସକାଳୁ ଅଗ୍ନିଶମ ବାହିନୀ, ଓଡ୍ରାଫ ଓ ପୁଲିସ ଟିମ୍ ଖୋଜାଖୋଜି ଆରମ୍ଭ କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।