ଅପରାଧ ରାଜ୍ୟ

ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ

ପଦ୍ମପୁର ୨୮/୧୧: ବରଗଡ଼ ଜିଲ୍ଲାର ପଦ୍ମପୁରରେ ଏବେ ଉପନିର୍ବାଚନ ଚାଲିଥିବା ବେଳେ ପଦ୍ମପୁର ସଦରର ୩ ଜଣ ବ୍ୟବସାୟୀଙ୍କ ଘରେ ସକାଳୁ ଆୟକର ବିଭାଗ ରେଡ୍ କରିଛି। ଏହି ୩ ଜଣ ବ୍ୟବସାୟୀ ହେଲେ ଏମଡି ସାଜିଦ, ଗଜାନନ ଅଗ୍ରୱାଲ ଓ ମାନଭଞ୍ଜନ ସାହୁ।

ଏହି ୩ ବ୍ୟବସାୟୀ ମିଳିତ ଭାବେ ଏକ ରାଇସ୍ ମିଲ୍ ଚଳାଉଥିବା ବେଳେ ପେଟ୍ରୋଲ ପମ୍ପ, ଟ୍ରାକ ଓ ଟ୍ରାନ୍ସପୋର୍ଟେସନ ବ୍ୟବସାୟ ରହିଛି। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ଏମାନଙ୍କର ଶାସକ ଦଳ ସହିତ ଉତ୍ତମ ସମ୍ପର୍କ ରହି ଆସିଥିବା ବେଳେ ବିଜେଡି ଦଳର କିଛି ବଡବଡିଆ ନେତାଙ୍କ ସହିତ ସମ୍ପର୍କ ରହିଆସିଥିବାରୁ ଆଜିର ଆୟକର ବିଭାଗ ରେଡ୍ ପରେ ଚର୍ଚ୍ଚା ଜୋର୍ ଧରିଛି। ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ସବିଶେଷ ତଥ୍ୟ ହସ୍ତଗତ ହୋଇପାରିନାହିଁ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।