ରାଜ୍ୟ ସ୍ପେଶାଲ ରିପୋର୍ଟ

ପବ୍ଲିକ ଟଏଲେଟ୍‌ରେ ଝାଡ଼ା, ପରିସ୍ରା ମାଗଣା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଏଣିକି ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଥିବା ପବ୍ଲିକ ଟଏଲେଟ୍‌କୁ ଝାଡ଼ା, ପରିସ୍ରା ଗଲେ ଟଙ୍କା ଦେବାକୁ ପଡ଼ିବନି। ମାଗଣାରେ ଲୋକମାନେ ଏହି ଶୌଚାଳୟଗୁଡ଼ିକୁ ବ୍ୟବହାର କରିବେ। ଏନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ଏହାକୁ କଡ଼ାକଡ଼ି ଲାଗୁ କରିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ମହାନଗର ନିଗମ କମିସନର ଏବଂ ମ୍ୟୁନିସପାଲଟି, ଏନ୍‌ଏସିର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ‌ଦିଆଯାଇଛି।

ଏହି ଶୈାଚାଳୟର ରକ୍ଷଣାବେକ୍ଷଣ ବାବଦକୁ ୟୁଜର୍ସ ଫି’ ଛାଡ଼ ହେବା ପରେ ଏ ବାବଦକୁ ଯାହା ଅର୍ଥ ଖର୍ଚ୍ଚ ହେବ ତାହା ସ୍ବଚ୍ଛ ଭାରତ ମିସନ୍ (ସହରାଞ୍ଚଳ) ପାଣ୍ଠିରୁ ଖର୍ଚ୍ଚ ହେବ ବୋଲି ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ବିଭିନ୍ନ ସ୍ଥାନରେ ପବ୍ଲିକ ଟଏଲେଟ୍‌ରେ ପରିସ୍ରା/ଗାଧେଇବା ପାଇଁ ୫ଟଙ୍କା ଲେଖାଏ ଆଦାୟ ହେଉଥିବାବେଳେ କେତେକ ସ୍ଥାନରେ ଏହା ମାଗଣା ଅଛି। ହେଲେ ଝାଡ଼ା ଯିବା ପାଇଁ ୧୦ଟଙ୍କା ଲେଖାଏ ଆଦାୟ କରାଯାଉଥିଲା। ଯାହା ଏବେ ସଂପୂର୍ଣ୍ଣ ମାଗଣା ହୋଇଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।