ରାଜ୍ୟ ସ୍ୱାସ୍ଥ୍ୟ

ପରିସ୍ଥିତିକୁ ସହଜ ଭାବେ ନିଅନ୍ତୁ ନାହିଁ, ସଂକ୍ରମଣ ରୋକିବାରେ ସମାଜର ବଡ଼ ଦାୟିତ୍ୱ

ଭୁବନେଶ୍ୱର ୨୨।୧୨: ପରିସ୍ଥିତିକୁ ଆମେ ସହଜଭାବରେ ନିଅନ୍ତୁ ନାହିଁ । ସଂକ୍ରମଣ ରୋକିବାକୁ କମ୍ୟୁନିଟିର ବଡ଼ ଦାୟିତ୍ୱ ରହିଛି । ସମସ୍ତେ ସହଯୋଗରେ ହାତ ବଢାଇଲେ ସଂକ୍ରମଣକୁ ରୋକି ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପରିସ୍ଥିତି ଉପରେ ତୀକ୍ଷଣ ଦୃଷ୍ଟି ରଖିବା ସହ ଆମର ସର୍ଭେଲାନ୍ସ ଜାରି ରିହିଛି। ଲୋକମାନେ କୋଭିଡ କଟକଣାକୁ ମାନନ୍ତୁ । ଏହାଦ୍ୱାର ସଂକ୍ରମଣ ବଢାଇବାକୁ ସୁଯୋଗ ଦିଅନ୍ତୁ ନାହିଁ । କମ୍ୟୁନିଟିର ଗୋଟେ ବଡ ଦାୟିତ୍ୱ ରହିଛି । ସରକାରଙ୍କ ସହଭାଗିତାରେ ଟ୍ରାକିଙ୍ଗ ଆଉଟ ଆଉଟ୍ରେସିଙ୍ଗ ଜାରି ରହିଛି। ସରକାରଙ୍କ ସହଭାଗିତାରେ ପୂର୍ବପରି ପରିସ୍ଥିତିର ମୁକାବିଲା କରାଯିବ। କେନ୍ଦ୍ର ସରକାର ସାଧାରଣ ମାର୍ଗଦର୍ଶିକା ଜାରି କରି ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେଥିରେ କୁହାଯାଇଛି ପଜେଟିଭ ରେଟ ୧୦ ପ୍ରତିଶତ ଓ ଅକ୍‌ସିଜେନ ବେଡ଼ ଯଦି ୪୦ ପ୍ରତିଶତ ଆବଶ୍ୟକ ହେଉଛି ତାହାଲେ କଣ୍ଟେନମେଣ୍ଟ ମେଜର ନେବାକୁ କହିଛନ୍ତି। ଆମେ ସେହି ଦିଗରେ କାର୍ଯ୍ୟ କରୁଛୁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ