ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ

ପାଟଣା ୨୭।୧: ଉନ୍ମୋଚନ ହେଲା ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ‘ପରୀକ୍ଷା ଦର୍ପଣ’ ପୁସ୍ତକ । ଏହି ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମାଗଣାରେ ‘ପରୀକ୍ଷା ଦର୍ପଣ’ ଯୋଗାଇ ଦିଆଯିବ । ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ପ୍ରସ୍ତୁତ ହୋଇଛି ପୁସ୍ତକ ‘ପରୀକ୍ଷା ଦର୍ପଣ’ ।

ପରୀକ୍ଷା ପାଇଁ କିପରି ଛାତ୍ରଛାତ୍ରୀ ଭଲଭାବେ ପ୍ରସ୍ତୁତ ହୋଇପାରିବେ ସେଥିପାଇଁ ସରାକରଙ୍କ ପକ୍ଷରୁ ୭ ଶହ ପୃଷ୍ଠାର ପରୀକ୍ଷା ଦର୍ପଣ ନାମରେ ଏକ ଟେଷ୍ଟ ପେପର ପ୍ରସ୍ତୁତ କରିଛନ୍ତି । ମେ’ ୩ ତାରିଖରେ ହେବ ମାଟ୍ରିକ ପରୀକ୍ଷା । ତେଣୁ ଏହି ପରୀକ୍ଷା ଦର୍ପଣ ଛାତ୍ରଛାତ୍ରୀଙ୍କୁ ଅନେକାଂଶରେ ଆଶ୍ବସ୍ତି ପ୍ରଦାନ କରିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି