ଧର୍ମ

ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ଧାର୍ଯ୍ୟ ହେବ ଲଗ୍ନ

ସମ୍ବଲପୁର ୩୧।୮: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ଧାର୍ଯ୍ୟ ହେବ ଲଗ୍ନ । ସନ୍ଧ୍ୟା ୫ଟାରେ ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ଲଗ୍ନ ନିର୍ଦ୍ଧାରଣ କରାଯିବ । ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ, ବିଦ୍ବାନ ଓ ଜ୍ୟୋର୍ତିବିଦମାନେ ମା’ ସମଲେଶ୍ବରୀ ରାଶି ନକ୍ଷତ୍ର ଗଣନା କରି ଲଗ୍ନ ନିର୍ଦ୍ଧାରଣ କରିବେ । ବ୍ରହ୍ମ ପଣ୍ଡିତ ମହାସଭାରେ ପାଞ୍ଜି ଦେଖିବା ପରେ ଲଗ୍ନ ନିର୍ଦ୍ଧାରଣ ହେବ । ସେହି ଲଗ୍ନ ଅନୁସାରେ ପ୍ରଥମେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗିହେବା ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ