ଅପରାଧ ରାଜ୍ୟ

ପାରିବାରିକ ଅଶାନ୍ତିର କରୁଣ ପରିଣତି, ଜୀବନ ହାରିଦେଲେ ଯୁବକ

ବୋରିଗୁମ୍ମା ୧୭/୦୬: ବୋରିଗୁମ୍ମା ସ୍ଥିତ ମିଲସାହିରେ ଆଜି ସକାଳୁ ଏକ ଯୁବକର ଝୁଲନ୍ତା ମୃତେଦହ ଦେଖିବାକୁ ମିଳିଛି । ସକାଳୁ କିଛି ଲୋକେ ପ୍ରଥମେ ଯୁବକର ଝୁଲନ୍ତା ମୃତଦେହକୁ ଦେଖିଥିଲେ । ଛତୁଆ ଗୋଦାମ ନିକଟରେ ଥିବା ଏକ ଗଛରେ ଯୁବକର ମୃତଦେହଟି ଝୁଲୁଥିଲା । ଘଟଣାକୁ ନେଇ ସ୍ଥାନୀୟ ଲୋକେ ବୋରିଗୁମ୍ମା ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣକ ନେତ୍ରା ନନ୍ଦ ଦାଶ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ତାଙ୍କର ସ୍ତ୍ରୀ ରେଣୁକା ଦାଶ ଦୁଇ ପୁଅଙ୍କୁ ଧରି କାନ୍ଦୁଛନ୍ତି । ଯୁବକଟି ପାରିବାରିକ ଅଶାନ୍ତି କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ ପୋଲିସ ତଦନ୍ତ ପରେ ହିଁ ସବୁକିଛି ସ୍ପଷ୍ଟ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।