ଅପରାଧ ରାଜ୍ୟ

ପାରିବାରିକ କଳହ ନେଲା ଜୀବନ ! ପାର୍କରୁ ମିଳିଲା ଝୁଲନ୍ତା ମୃତଦେହ

ଯାଜପୁର ୨୦।୧୦ : ନିର୍ମାଣଧୀନ ପାର୍କରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଡୁବୁରୀ ଗାଁ ନିକଟ ନିର୍ମାଣଧୀନ ପାର୍କରୁ ମୃତଦେହ ମିଳିଛି । ମୃତକ ଡୁବୁରୀ ଗାଁର ଅଜୁ ବେହେରା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ ଡୁବୁରୀ ଗାଁ ନିକଟରେ ଚାଲିଥିବା ନିର୍ମାଣଧୀନ ପାର୍କରେ ଜଣେ ଯୁବକଙ୍କୁ ମୃତଦେହ ଝୁଲୁଥିବାର କିଛି ଲୋକେ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ତେବେ ପାରିବାରିକ କଳହକୁ ନେଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।