ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ପିଲାଙ୍କ ଉପରେ ସଶସ୍ତ୍ର ସଂଘର୍ଷର ପ୍ରଭାବ: ଜାତିସଂଘ ରିପୋର୍ଟରୁ ଭାରତର ନାମ ବାଦ୍ ପଡ଼ିଲା

ନୂଆଦିଲ୍ଲୀ: ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ ପିଲାଙ୍କ ଉପରେ ସଶସ୍ତ୍ର ସଂଘର୍ଷର ପ୍ରଭାବ ସମ୍ପର୍କିତ ଏହାର ରିପୋର୍ଟରୁ ଭାରତର ନାମକୁ ବାଦ୍ ଦେଇଛନ୍ତି। ପିଲାମାନଙ୍କ ସୁରକ୍ଷା ପାଇଁ ଭାରତ ସରକାର ଉପଯୁକ୍ତ ପଦାକ୍ଷପ ନେଉଛନ୍ତି ବୋଲି ଗୁଟେରସ କହିଛନ୍ତି।

ଗତବର୍ଷ ଗୁଟେରସ ତାଙ୍କ ରିପୋର୍ଟରେ କହିଥିଲେ, ତାଙ୍କ ସ୍ବତନ୍ତ୍ର ପ୍ରତିନିଧିଙ୍କ ସହ ଭାରତର ବାର୍ତ୍ତାଳାପକୁ ସେ ସ୍ବାଗତ କରିଛନ୍ତି। ଏହାଦ୍ବାରା ପିଲାଙ୍କ ପାଇଁ ଉଦ୍‌ବେଗଜନକ ପରିସ୍ଥିତି ଥିବା ଦେଶଗୁଡ଼ିକ ତାଲିକାରୁ ଭାରତର ନାମକୁ ବାଦ୍ ଦିଆଯାଇପାରେ। ଚଳିତ ବର୍ଷର ରିପୋର୍ଟରେ କୁହାଯାଇଛି ଯେ ଭାରତରେ ଶିଶୁମାନଙ୍କ ସୁରକ୍ଷା ପାଇଁ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଥିବାରୁ ଏହି ତାଲିକାରୁ ଭାରତର ନାମକୁ ବାଦ୍ ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ