ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ପୁଣି ଚିହ୍ନଟ ହେଲେ ୨୨୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ସୁନ୍ଦରଗଡ଼ରୁ ୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୨୮ଜଣ, ଝାରସୁଗୁଡ଼ାରୁ ୧୮ଜଣ, ବରଗଡ଼ରୁ ୧୬ଜଣ, ସମ୍ବଲପୁରରୁ ୧୫ଜଣ, ବାଲେଶ୍ବରରୁ ୧୪ଜଣ, ଯାଜପୁରରୁ ୧୪ଜଣ, ଖୋର୍ଧାରୁ ୧୪ଜଣ, କୋରାପୁଟରୁ ୧୦ଜଣ, ପୁରୀରୁ ୧୦ଜଣ, ନୂଆପଡ଼ାରୁ ୬ଜଣ, ଗଞ୍ଜାମରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି।

କଳାହାଣ୍ଡିରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, ଜଗତସିଂହପୁରରୁ ୩ଜଣ, କେନ୍ଦୁଝରରୁ ୩ଜଣ, ସୁବର୍ଣ୍ଣପୁରରୁ ୩ଜଣ, କଟକରୁ ୨ଜଣ, ଦେବଗଡ଼ରୁ ୨ଜଣ, ଗଜପତିରୁ ୨ଜଣ, ମୟୁରଭଞ୍ଜରୁ ୨ଜଣ, ରାୟଗଡ଼ାରୁ ୨ଜଣ, ଭଦ୍ରକରୁ ଜଣେ,ମାଲକାନଗିରିରୁ ଜଣେ, ନୟାଗଡ଼ରୁ ଜଣେ ଓ ଷ୍ଟେଟପୁଲରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏଯାବତ ୩୩୦୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ