ଅପରାଧ ରାଜ୍ୟ

ପୁରୀରେ ଯୁବକଙ୍କୁ ଛୁରାମାଡ଼ ଘଟଣା, ମୁଖ୍ୟ ଅଭିଯୁକ୍ତ ସମେତ ୩ ଗିରଫ

ପୁରୀ ୨୫।୦୫: ପୁରୀରେ ଛୁରାମାଡରେ ଯୁବକ ଗୁରୁତର ହେବା ଘଟଣା । ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କଲା ପୋଲିସ । ମୁଖ୍ୟ ଅଭିଯୁକ୍ତ ଗୋଖା ସାହିର ଦୁପୁନା ବେହେରା ସହ ବିଭୁନା ଭୋଇ ଓ ଶିବୁନା ପାତ୍ର ଗିରଫ । ଆଜି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ପୋଲିସର ପକ୍ଷରୁ ସୂଚନା ମିଳିଛି ।

ଖବର ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବଡଦାଣ୍ଡ ମାଉସୀ ମା ମନ୍ଦିର ସମ୍ମୁଖରେ ଛୁରାମାଡରେ ସୂର୍ଯ୍ୟନାରାୟଣ ତ୍ରିପାଠୀ ନାମକ ଯୁବକ ଗୁରୁତର ହୋଇଥିଲେ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।