ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବଡବିଲ ୦୬/୧୨: ବଡ଼ବିଲ ପୁରୁଣା ବସ ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼ । ଆଜି ସକାଳ ପ୍ରାୟ ୮ ବେଳେ, ବସ ଷ୍ଟାଣ୍ଡରେ ଥିବା ଏକ ଚା’ ଦୋକାନ ନିକଟରେ ଏହି ଛୁରାମାଡ଼ ହୋଇଛି ।
ଏଥିରେ ନ୍ୟୁ ମାର୍କେଟ ଅଞ୍ଚଳର ଏମ୍ ଡି ଆକବର ନାମକ ଯୁବକ ଗୁରୁତର ଆହତ ହୋଇଛନ୍ତି । ଅତର୍କୀତ ଛୁରାମାଡ଼ ଯୋଗୁଁ ତାଙ୍କ ବାମ ପଟ ପେଟରେ ଗଭୀର କ୍ଷତ ହୋଇଛି । ଆକବରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଛୁରାମାଡ କରିଥିବା ଯୁବକଙ୍କ ନାଁ ଡାକା ଏବଂ ସେ ଫେରାର ଥିବା ଜଣାପଡିଛି । ଛୁରାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ, ଘଟଣା ସମ୍ପର୍କରେ ଖବର ପାଇ ବଡ଼ବିଲ ପୋଲିସ ତଦନ୍ତ ଆରମ୍ଭ କରିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l