ଅପରାଧ ରାଜ୍ୟ

ପୂର୍ବଶତ୍ରୁତାକୁ ନେଇ ଠିକାଦାରଙ୍କୁ ଗୁଳିମାଡ, ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି

ରାଉରକେଲା ୧୩।୧୧: ରାଉରକେଲାର ଝିରିପାଣି ଅଞ୍ଚଳରେ ଫୁଟିଲା ଗୁଳି । ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ । ବାଞ୍ଛା ତନ୍ତି ନାମକ ଠିକାଦାରଙ୍କୁ ଗୁଳିମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି । ଠିକାଦାରଙ୍କ ଡାହାଣ ଗୋଡରେ ବାଜିଛି ଗୁଳି। ତାଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚ୍‌ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଆଡ଼ିସିନାଲ ଏସ୍ପିଙ୍କ ସହ ସାଇଣ୍ଟିଫିକ ଟିମ ପହଞ୍ଚି ଯାଞ୍ଚ କରୁଛି।

ଗାଁର ସ୍ଥାନୀୟ ଲୋକଙ୍କ ପୋଲିସକୁ ସୂଚନା ଦେଇଥିଲେ । ଝିରିପାଣି ଥାନା ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି । ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଥିବାର ସନ୍ଦେହ କରାଯାଉଛି। ଏଯାଏଁ କାରଣ ଅସ୍ପଷ୍ଟ ରହିଥିବା ବେଳେ, ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ତନାଘନା ଚାଲିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।