ଅପରାଧ ରାଜ୍ୟ

ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ବୈଦ୍ୟନାଥ ମୃତ

ସମ୍ବଲପୁର ୧୨।୦୯ : ବୁର୍ଲା ସହରରେ ହତ୍ୟାକାଣ୍ଡ । ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରି ହତ୍ୟା ଅଭିଯୋଗ । ମୃତକ ଜଣକ ହେଲେ ପିଡବ୍ଲୁଡି କଲୋନୀ ସ୍ଥିତ ଶକ୍ତିନଗରର ବୈଦ୍ୟନାଥ ଶର୍ମା ।

ଖବର ଅନୁଯାୟୀ, ବିଳମ୍ବିତ ରାତ୍ରିରେ ବୈଦନାଥ ଘର ସମ୍ମୁଖରେ ଛିଡା ହୋଇଥିବାବେଳେ ୬ଜଣ ଦୁବୃତ୍ତ ଆସି ଅସାଦଚରଣ ପ୍ରଦର୍ଶନ କରିଥିଲେ । ଏହାକୁ ବିରୋଧ କରିବାରୁ ମାରଣାସ୍ତ୍ରରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର ମାରିଥିଲେ । ତେବେ ପରିବାର ଲୋକେ ବୈଦନାଥଙ୍କୁ ଭୀମସାରରେ ଭର୍ତ୍ତି କରିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୂର୍ବ ଶତୃତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି । ଏହାସହ ଏହି ଘଟଣାରେ ୩ଜଣଙ୍କୁ ପୋଲିସ ଅଟକ ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।