ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାରୁ କଣାସରେ ବୋମାମାଡ, ପୋଲିସର ଛାନଭିନ୍

ନିମାପଡା ୩୧/୦୭: ପୁରୀ ଜିଲ୍ଲା କଣାସରେ ବୋମା ମାଡ଼ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଣାସ ଗଡ଼ଖାରଦ ଗ୍ରାମରେ ବୋମାମାଡ଼ । ରଘୁ ମାନ ସିଂହଙ୍କ ଘରେ ବୋମା ମାଡ଼ କଲେ ଦୁର୍ବୃତ୍ତ । ୭/୮ ଜଣ ଦୁର୍ବୃତ୍ତ ଆସି ବୋମାମାଡ଼ କରିଛନ୍ତି । ଘର ଗ୍ରୀଲ ଦେଇ ଏହି ବୋମାମାଡ଼ କରାଯାଇଛି ।

ଘଟଣା ସ୍ଥଳରେ କଣାସ ଗଡ଼ିଶା ଗୋଦା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ବୋମାମାଡ଼ ପରେ ବିଭିନ୍ନ ସ୍ଥାନରେ ପଡିଥିବା ସୁତୁଲି ବୋମା ଉଦ୍ଧାର କରାଯାଇଛି । ବୋମା ବିସ୍ଫୋରଣରେ କାହାରି କୌଣସି କ୍ଷତି ହୋଇନଥିବା ସୂଚନା । ବୋମାମାଡ଼ ପରେ ସ୍ଥାନୀୟ ଅଞ୍ଚଳରେ ସୃଷ୍ଟି ହୋଇଛି ଅଶାନ୍ତି କର ପରିବେଶ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।