ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାର କରୁଣ ପରିଣତି, ମାଆ ସାମ୍ନାରେ ପୁଅକୁ ହାଣିଦେଲେ

ବଲାଙ୍ଗୀର ୧୬/୦୮: ବଲାଙ୍ଗୀର ଭୀମଭୋଇ ମେଡକାଲ ଡାଇରିଆ ୱାର୍ଡ ପାଖରେ ହତ୍ୟା । ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣି କରାଯାଇଛି ହତ୍ୟା । ମୃତ ଯୁବକଙ୍କ ନା ଅଜୁ ଦୋରା ।

ଭୋର୍‌ରୁ ସକାଳୁ ମାଆ ପୁଅ ସ୍କୁଟିରେ ହସ୍ପିଟାଲ ନିକଟରେ ଥିବା ଜଳଖିଆ ଦୋକାନକୁ ଆସୁଥିବା ବେଳେ ଦୁଇ ଜଣ ଦୃବର୍ତ୍ତ ଖଣ୍ଡାରେ ଆକ୍ରମଣ କରି ହତ୍ୟା କରି ଫେରାର୍ ହୋଇଯାଇଛନ୍ତି ।

ଘଟଣା ସ୍ଥଳରେ ପୁଅର ମୃତ୍ୟୁ ହୋଇଥିବାବେଳେ ମାଆ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ହତ୍ୟାର କାରଣ ପୂର୍ବଶତ୍ରୁତା ବୋଲି ଜଣାପଡିଛି । ଟାଉନଥାନା ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।