ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ସୋନପୁର ୦୭/୧୨: ସୋନପୁର ବ୍ୟାଙ୍କ ଅଫ ବରୋଦାରୁ ନକଲି ସୁନା ଦେଇ ସୁନା ରଣ କରି ୫୨ ଲକ୍ଷ ୮୩ ହଜାର ୧ଶହ ଟଙ୍କା ଠକେଇ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । ଏହି ଘଟଣାରେ ପୋଲିସ ୭ଜଣଙ୍କୁ ଗିରଫ କରିଛି ।
ସୋନପୁର ଥାନାରେ ଅନୁଷ୍ଠିତ ଏକ ସମ୍ବାଦିକ ସମ୍ମିଳନୀରେ ଏସପି ଅମରେଶ ପଣ୍ଡା ସୂଚନା ଦେଇଛନ୍ତି । ତେବେ ବ୍ୟାଙ୍କର ବଣିଆ ସୁନାର ସ୍ୱଚ୍ଛତା ସାର୍ଟିଫିକେଟ ଦେଇଥିବାରୁ ଏହି ଠକେଇ ହୋଇ ପାରିଥିବା ସୂଚନା ମିଳିଛି । ତେବେ ଏହି ଠକେଇ ଘଟଣାରେ ଆଉ ଅନ୍ୟ ଦୁଇ ଅଭିଯୁକ୍ତ ଅଛନ୍ତି । ତାଙ୍କୁ ମଧ୍ୟ ଗିରଫ କରାଯିବ ବୋଲି କୁହାଯାଇଛି । ଅନ୍ୟପକ୍ଷରେ ଏହି ବ୍ୟାଙ୍କ ରେ ପୂର୍ବରୁ ପିଓ ଥିବା ସୌମ୍ୟ ରଞ୍ଜନଙ୍କ କାର୍ଯ୍ୟକୁ ନେଇ ମଧ୍ୟ ସନ୍ଦେହ ଥିବା ଏସପି
କହିବା ସହିତ ତାଙ୍କୁ ମଧ୍ୟ ନୋଟିସ କରି ଡ଼କାଯିବ ବୋଲି ସୂଚନା ମିଳିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l