ଅପରାଧ ରାଜ୍ୟ

ପୋଲିସ ପଞ୍ଝାରେ ୨ କୁଖ୍ୟାତ ଲୁଟେରା, ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ

ଭୁବନେଶ୍ବର ୧୯।୦୫ : କମିଶନରେଟ ପୋଲିସ ପଞ୍ଝାରେ ଦୁଇ କୁଖ୍ୟାତ ଲୁଟେରା । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ । ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ସେମାନଙ୍କୁ ପଚରାଉଚରା କରୁଛି ପୋଲିସ ।

ଖବର ଅନୁଯାୟୀ, ବିଭିନ୍ନ ସ୍ଥାନରୁ ଲୋକଙ୍କଠାରୁ ଟଙ୍କା ଓ ସୁନା ଗହଣା ଲୁଟ୍ କରୁଥିଲେ ଲୁଟେରା । ଏନେଇ ପୋଲିସ ନିକଟରେ ବାରମ୍ବାର ଅଭିଯୋଗ ହୋଇଆସୁଥିଲା । ଗତ କିଛି ଦିନ ହେଲା ପୋଲିସ ଲଗାତର ଭାବେ ଏହି ଲୁଟେରାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା । ଶେଷରେ ଦୁଇ ଜଣ କୁଖ୍ୟାତ ଲୁଟେରାଙ୍କୁ କାବୁ କରିଛି କମିଶନରେଟ୍ ପୋଲିସ । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଜବତ କରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।