ଅପରାଧ ରାଜ୍ୟ

ପୋଲିସ ବାବୁଙ୍କ ଦବଙ୍ଗଗିରି : ଟ୍ରାଫିକ ନିୟମ ନମାନିଲେ ଫାଇନ କାଟିବା ବଦଳରେ ନିର୍ଦ୍ଧୁମ ପିଟୁଛନ୍ତି

କୋରାପୁଟ ୨୬।୦୯ : ଟ୍ରାଫିକ ପୋଲିସଙ୍କ ଦବଙ୍ଗଗିରି। ମାନୁ ନାହାନ୍ତି ଆଇନ୍ କାନୁନ୍। ଟ୍ରାଫିକ ନିୟମ ନମାନିଲେ ଫାଇନ କାଟିବା ବଦଳରେ ନିର୍ଦ୍ଧୁମ ପିଟୁଛନ୍ତି। ଏନେଇ ବିରୋଧ କଲେ କରୁଛନ୍ତି ହଙ୍ଗାମା। ଏଭଳି କିଛି ମୋବାଇଲ ଭିଜୁଆଲ ଏବେ ମୋବାଇଲ ରୁ ମୋବାଇଲ ଘୁରି ବୁଲୁଛି।

ଖବର ଅନୁଯାୟୀ, କୋରାପୁଟ ଜିଲ୍ଲା ସୁନାବେଡ଼ା ସହର ମୁଖ୍ୟ ଜାତୀୟ ରାଜପଥରେ ଥିବା ଟ୍ରାଫିକ ଛକର ଚିତ୍ର। କୋରାପୁଟରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ଏହା ଏକ ବ୍ୟସ୍ତବହୁଳ ଜାତୀୟ ରାଜପଥ। ଆଉ ଏହି ସୁନାବେଡ଼ା ଟ୍ରାଫିକ ଛକରେ ଜଗିଛନ୍ତି ଟ୍ରାଫିକ କନେଷ୍ଟବଳ। ହାତେ ମାପି ନଚାଲିଲେ ନିର୍ଦ୍ଧୁମ ପିଟୁଛନ୍ତି ବାବୁ। ଯୁବକଙ୍କ ଠାରୁ ଆରମ୍ଭ କରି ବୟସ୍କା କାହାରିକୁ ଛାଡୁ ନାହାନ୍ତି ଏହି ଟ୍ରାଫିକ ବାବୁ। ଦେଖୁଛନ୍ତି ତ ଏହି ଦୃଶ୍ୟ ଏ ହେଉଛି ସୁନାବେଡ଼ା ଟ୍ରାଫିକ ଛକରେ କନେଷ୍ଟବଳଙ୍କ ଦବଙ୍ଗଗିରି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।