ଅପରାଧ ରାଜ୍ୟ

ପୋଲ ତଳୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଥିଲା ବାଇକ୍

ବାରିପଦା ୯।୬: ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ପାଖରେ ବାଇକ୍ ପଡିଥିବାର ଦେଖିବାକୁ ମିଳିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ଅନ୍ତର୍ଗତ ଗୁହାଳଡିହା ଚିଆଁପଦା ଗ୍ରାମ ନିକଟରେ ।

ସୂଚନାଯୋଗ୍ୟ ଯେ, ବାରିପଦା ବାଘଡା ମୁଖ୍ୟ ରାସ୍ତାରେ ଏକ ଛୋଟ ପୋଲ ତଳୁ ଶୁକ୍ରବାର ସକାଳୁ ବାଇକ୍ ସହ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି କିଛି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଶୁଳିଆପଦା ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପିଆରଏମ ମେଡିକାଲ କଲେଜକୁ ପଠାଯାଇଛି । ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରି ନଥିବାରୁ ପୋଲିସ ଅଧିକ ତଦନ୍ତ ଜାରି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।