ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇବ OJEE ରେଜଲ୍ଟ, ୱେବସାଇଟରେ ଛାତ୍ରଛାତ୍ରୀ ଦେଖିପାରିବେ ଫଳ

ଭୁବନେଶ୍ୱର ୨୭/୦୭: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ରେଜଲ୍ଟ ମଧ୍ୟ ଆଜି ବାହାରିବ । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଦିନ ସାଢେ ୧୧ଟାରେ ଓଜେଇଇ ରେଜଲ୍ଟ ଘୋଷଣା କରିବେ ।

ଓଜେଇଇ ଦେଇଥିବା ଛାତ୍ରଛାତ୍ରୀମାନେ ojee.nic.in ୱେବସାଇଟରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ । ଏଥର ୫୭ହଜାର ୯୧୮ ଛାତ୍ରଛାତ୍ରୀ ଓଜେଇଇ ଦେଇଛନ୍ତି । ଗତ ଜୁଲାଇ ୪ରୁ ୮ ତାରିଖ ପର୍ଯ୍ୟନ୍ତ ୩୦ଟି ଜିଲ୍ଲାର ୬୧ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଆରମ୍ଭ ହୋଇଥିଲା । ଏହାବାଦ କୋଲକାତା, ରାଞ୍ଚି, ଓ ପାଟଣାରେ ଗୋଟିଏ ଲେଖାଏଁ କେନ୍ଦ୍ରରେ ପରୀକ୍ଷା ହୋଇଥିଲା ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି