ରାଜ୍ୟ

ପ୍ରଥମ ପର୍ଯ୍ୟାୟରେ ୧୦ଟି ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ବର: ଗତକାଲି ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସମୀକ୍ଷା ବୈଠକ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ଏହି ବୈଠକ ହୋଇଥିଲା। ଯେଉଁ ଅଞ୍ଚଳରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନ ଥିବାରୁ ଡ୍ରପ ଆଉଟ ସଂଖ୍ୟା ବଢ଼ିଥାଏ, ଦୂରରେ ସ୍କୁଲ ଥିବା କାରଣରୁ ଯେଉଁ ପିଲାମାନେ ସ୍କୁଲ ଯାଇପାରୁନହାନ୍ତି, ସେହି ଅଞ୍ଚଳରେ ପ୍ରଥମ ପର୍ଯ୍ୟାୟରେ ୧୦ଟି ସ୍କୁଲକୁ ଉଚ୍ଚ ଅପଗ୍ରେଡ କରାଯିବା ନେଇ ନିଷ୍ପତ୍ତି ହୋଇଛି। ସେସବୁ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ସ୍କୁଲରେ ପରିଣତ କରାଯିବ।

ପିଲାମାନଙ୍କ ପାଠପଢା, ହଷ୍ଟେଲ ଓ ଖାଦ୍ୟର ମାନ ଯାଞ୍ଚ କରିବେ ବିଭାଗୀୟ ଅଧିକାରୀ ଓ ସଚିବ। ପିଲାମାନଙ୍କୁ ପାଠ ପଢିବାକୁ ଉତ୍ସାହିତ କରିବାକୁ ବିଭାଗ ପଦକ୍ଷେପ ନେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।