ଅପରାଧ ରାଜ୍ୟ

ପ୍ରେମିକା ଘରେ ପ୍ରେମିକର ଆତ୍ମହତ୍ୟା, ହତ୍ୟା ଅଭିଯୋଗ ଆଣିଲେ ପୁଅ ପରିବାର

ବ୍ରହ୍ମଗିରି ୨୬।୦୫ : ପ୍ରେମିକାର ଘରେ ପ୍ରେମିକର ଆତ୍ମହତ୍ୟା । ମୃତକ ହେଲେ ସୂର୍ଯ୍ୟକାନ୍ତ ବିଶ୍ୱାଳ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ସାହୁପଡ଼ା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

ତେବେ ଉଭୟ ପ୍ରେମିକା ଓ ପ୍ରେମିକ ସାହୁପଡ଼ା ଗାଁରେ । ତେବେ ପ୍ରେମିକ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟା ଅଭିଯୋଗ ଆଣିଲେ ପୁଅ ଘର ପରିବାର । ପୁଅକୁ ହତ୍ୟା ପରେ ଫ୍ୟାନ୍‌ ଟାଙ୍ଗି ଦେଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।