ରାଜ୍ୟ ସ୍ପେଶାଲ ରିପୋର୍ଟ

ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର: ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ ୨ ପରୀକ୍ଷା ସରିବ। ଫେବ୍ରୁଆରି ୧୬ରୁ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ମଧ୍ୟ ଘୋଷିତ ହୋଇଛି।

ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ପରଦିନ ଅର୍ଥାତ୍ ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ।ମିଳିଥିବା ସୂଚନା ଆଧାରରେ ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏହା ସହ କଳାରେ ପ୍ରାୟ ୪ ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।