ରାଜ୍ୟ ସ୍ପେଶାଲ ରିପୋର୍ଟ

ଫେବ୍ରୁ୍ଆରି ୧୩ରୁ ପିଲାଙ୍କ ପଞ୍ଜୀକରଣ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଶିକ୍ଷା ଅଧିକାର ଆଇନ ଅନୁଯାୟୀ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କ୍ୟାଲେଣ୍ଡର ପ୍ରଚଳିତ ହୋଇଛି। ଏବର୍ଷ କ୍ୟାଲେଣ୍ଡର ଅନୁଯାୟୀ ସ୍କୁଲ ପଞ୍ଜୀକରଣ ଓ ତଥ୍ୟ ସଂଶୋଧନ ଲାଗି ସମୟ ସୀମା ୨୦୨୩ ଜାନୁଆରି ୨୦ରୁ ଫେବ୍ରୁଆରି ୫ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି। ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ପଞ୍ଜୀକୃତ ହୋଇଥିବା ସ୍କୁଲଗୁଡ଼ିକୁ ଫେବ୍ରୁଆରି ୧୦ ସୁଦ୍ଧା ଯାଞ୍ଚ କରିବେ। ଫେବ୍ରୁଆରି ୧୩ରୁ ମାର୍ଚ୍ଚ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଛାତ୍ରମାନଙ୍କର ପଞ୍ଜୀକରଣ କରାଯିବ। ଏଥିସହ ମାର୍ଚ୍ଚ ୨୦ ମଧ୍ୟରେ ବିଇଓ ଦରଖାସ୍ତ ଯାଞ୍ଚ କରିବେ। ମାର୍ଚ୍ଚ ୨୩ ଓ ୨୪ରେ ପ୍ରଥମ ପର୍ଯ୍ୟାୟ ଅନ୍‌ଲାଇନ୍‌ ଲଟେରି ମାଧ୍ୟମରେ ସ୍କୁଲଗୁଡ଼ିକ ମଧ୍ୟରେ ଆବଣ୍ଟନ କରାଯିବ।

ଛାତ୍ରମାନଙ୍କ ପ୍ରଥମ ପର୍ଯ୍ୟାୟ ନାମଲେଖା ମାର୍ଚ୍ଚ ୨୭ରୁ ଏପ୍ରିଲ ୨୪ ମଧ୍ୟରେ ଶେଷ ହେବ। ଦ୍ବିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଏପ୍ରିଲ ୧୦ରୁ ୨୪ ମଧ୍ୟରେ ହେବାକୁ ଥିବା ବେଳେ ଏହି ପର୍ଯ୍ୟାୟ ଦସ୍ତଖତଗୁଡ଼ିକ ଏପ୍ରିଲ ୨୬ ସୁଦ୍ଧା ଯାଞ୍ଚ କରାଯିବ। ଏପ୍ରିଲ ୨୮ରୁ ମେ’ ୬ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଶେଷ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କ୍ୟାଲେଣ୍ଡରରେ ସୂଚନା ଦିଆଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।