ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ, ଗିରଫ କରିପାରେ ଦିଲ୍ଲୀ ପୋଲିସ

କଟକ ୨୯।୦୭: ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ । ବର୍ଷାଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ । ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା ।

ଖବର ଅନୁଯାୟୀ, ୨୦୧୯ ଜୁଲାଇ ୯ ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି । ବଡକଥା ହେଉଛି ଗତ ୨୫ ତାରିଖରେ ଦିଲ୍ଲୀ ପୋଲିସର ଏକ ଟିମ ବର୍ଷାଙ୍କୁ ଖୋଜି କଟକରେ ପହଂଚିଥିଲା। ପୁରୀ ଘାଟ ଥାନା ପୋଲିସ ସହଯୋଗ କରିନଥିଲା । ପରେ ବହୁତ ସମୟ ପରେ ବର୍ଷା ଓ ତାଙ୍କ ବଡ଼ ଭଉଣୀ ଥାନାକୁ ଆସି ସମନ ଗ୍ରହଣ କରିଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।