ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବଦଳିପାରେ ଦ୍ୱାଦଶ ବିଜ୍ଞାନ ପରୀକ୍ଷା ସୂଚୀ, ଗଣଶିକ୍ଷା ମନ୍ତ୍ରୀ ଦେଲେ ସଂକେତ

ଭୁବନେଶ୍ୱର ୨୯/୦୩ : ଦ୍ୱାଦଶ ବୋର୍ଡ ପରୀକ୍ଷା ପ୍ରସ୍ତୁତି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା ଦେଇଛନ୍ତି । ତେବେ ଦ୍ୱାଦଶ ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ ବୋଲି ସେ ସଂକେତ ଦେଇଛନ୍ତି । ସେ କହିଛନ୍ତି ୧୫୮୬ କଲେଜର ପିଲା ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।

୧୧୪୮ଟି ପରୀକ୍ଷା କେନ୍ଦ୍ରରେ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ । ଏମିତିକି ସିସିଟିଭି ସ୍କାନରରେ ରହିବ ସବୁ ପରୀକ୍ଷା କେନ୍ଦ୍ର । ତେବେ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ । CHSEକୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ ଅଳ୍ପ ବ୍ୟବଧାନ ଥିବାରୁ ଏଭଳି ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି