ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ, ଏଣିକି ମହାରାଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ହେଲା ନାମିତ

ଭୁବନେଶ୍ୱର ୨୩।୧୨: ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ ନାଁ । ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ library ର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ।

ସୂଚନାଯୋଗ୍ୟ ଯେ , ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି । ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଛୁ । ତେଣୁ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ନାଁକୁ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି