କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବନ୍ଦଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଫିରିଙ୍ଗିଆ- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବନ୍ଦଗଡ଼ ଇକ କ୍ଲବ ଓ ବନ ବିଭାଗ ମିଳିତ ଉଦ୍ୟମରେ ବନ୍ଦଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ନାଟକ ମାଧ୍ୟମରେ ବନ ବିଭାଗ ତରଫରୁ ଚାର ରୋପଣ ଓ ଜଙ୍ଗଲ ସୁରକ୍ଷା ଦିଗରେ ସଚେତନତା କରାଯାଇଥିଲା । ବିଦ୍ୟାଳୟ ପ୍ରାଙ୍ଗଣରେ ବିଭିନ୍ନ କିସମର ଫଳନ୍ତି ଗଛ ତଥା ଆମ୍ବ, ପଣସ, ପିଜୁଳି, ଜାମ୍ମୁ,ସଜନା, ଅମୃତଭଣ୍ଡା, ଇତ୍ୟାଦି ଚାର ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅଶୋକ କୁମାର ମଲ୍ଲିକ ଙ୍କ ନେତୃତ୍ବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ବନ୍ଦଗଡ଼ ବନପାଳ ସରୋଜ କୁମାର ମିଶ୍ର ଉପସ୍ଥିତ ରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ,ଓ ବନରଖି ସଂଗ୍ରାମ କେଶରୀ ଦିଗାଲ, ଅଫିସ୍ କାର୍ଯ୍ୟରତ ଶରିତା ମଲିକ, ଏବଂ ଛାତ୍ର ଛାତ୍ରୀ ଙ୍କ ସହାୟତା ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି