ଅପରାଧ ରାଜ୍ୟ

ବସ୍‌କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍, ହେଲପର ଗୁରୁତର

ସୋର ୮।୬: ବସ୍‌କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ଟ୍ରକ୍ ହେଲପର ଗୁରୁତର ହୋଇଛନ୍ତି । ବାଲେଶ୍ଵର ଜିଲ୍ଲା ଖଇରା ମେଡ଼ିକାଲ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏଭଳି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବରରୁ ଆସି ‘ଚକାଡୋଳା’ ନାମକ ଘରୋଇ ଯାତ୍ରୀବାହୀ ଖଇରା ମେଡ଼ିକାଲ ନିକଟରେ ମଙ୍ଗଳବାର ରାତିରେ ଠିଆ ହୋଇଥିଲା । ଏହି ସମୟରେ ଏକ ବାଲି ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଟ୍ରକରେ ବସିଥିବା ହେଲପର ଗୁରୁତର ହୋଇଥିଲେ । ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଇରା ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ପୋଲିସ ବସ୍ ଓ ଟ୍ରକ୍‌କୁ ଜବତ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।