ଅପରାଧ ରାଜ୍ୟ

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ପାଟଣା ୧୧।୦୫ : ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୦ରୁ ଅଧିକ ଯାତ୍ରୀ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ନିହୁଁଆଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ତେବେ ବୁଧବାର ସକାଳ ସମୟରେ ଏହି ଦୁର୍ଘଟଣାଟି ଘଟିଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଦୁର୍ଘଟଣାଗ୍ରସ୍ତ ୨ଟି ଗାଡ଼ିକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ରାଜପଥ ଉପରେ ଏହି ଦୁର୍ଘଟଣା ଘଟିଥିବାରୁ ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।