ଅପରାଧ ରାଜ୍ୟ

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ : ୩ ଆରୋହୀ ମୃତ, ୨ ଗୁରୁତର

ନୂଆପଡା ୪।୭: ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ । ଜାତୀୟ ରାଜପଥ ୩୫୩ ଉଦ୍ୟାନବନ୍ଧ କ୍ରିଷ୍ଣା ଛକ ମଝିରେ ଘଟିଛି ଦୁର୍ଘଟଣା । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଜଣେ ଶିଶୁ ସହ ମହିଳା ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କୋମନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।