ଅପରାଧ ରାଜ୍ୟ

ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହି ବସ୍‌, ଆରୋହୀ ମୃତ

ଜଗତସିଂହପୁର ୨୪।୧୧: ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହି ବସ୍‌ । ଜଗତସିଂହପୁର ଜିଲ୍ଲା ମୁଣ୍ଡାଳ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ବାଇକ ଆରୋହୀ ସ୍ଥାନୀୟ ଖଇରା ଗାଁର ବ୍ରଜେସ ରୋସନ ରାୟ ବୋଲି ଜଣାପଡିଛି ।

ସେପଟେ ଦୁର୍ଘଟଣା ଘଟାଇଥିବା ବସ ଚାଳକ ବସ ସହ ନାଉଗାଁ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଗ୍ରାମବାସୀ ମାନେ ମୁଣ୍ଡାଳ ଛକ ନିକଟରେ ରାସ୍ତାରୋକ କରିଛନ୍ତି । ସ୍ଥାନୀୟ ବାଲି ଭଉରୀ- ନାଉଗାଁ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।