ଅପରାଧ ରାଜ୍ୟ

ବାଘମାରି ନିକଟରେ ଓଲଟିଲା ବସ୍‌; ୧୨ ଆହତ, ୨ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବାଘମାରି ନିକଟରେ ଆଜି ଭୋର୍‌ ସମୟରେ ଏକ ବସ୍‌ ଓଲଟି ପଡିବାରୁ ୧୨ ଆହତ ହୋଇଥିବା ସୂଚନା ମିଳିଛି।। ବସ୍‌ଟି ‌ବଲାଙ୍ଗୀରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ବାଘମାରି ନିକଟରେ ଓଲଟି ପଡିଥିଲା। ଫଳରେ ୧୨ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୧୦ ଜଣଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ।

ଦୁର୍ଘଟଣାର ଖବର ପାଇଁ ଘଟଣାସ୍ଥଳରେ ବାଘମାରି ପୁଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ଦୁର୍ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।