ଧର୍ମ ରାଜ୍ୟ

ବାବା ଆଖଣ୍ଡଳମଣିଙ୍କ ଜାଗରଯାତ୍ରା ସମ୍ପନ୍ନ, ଭୋର ୫ଟାରେ ଉଠିଲା ମହାଦୀପ

ଚାନ୍ଦବାଲି ୦୨।୦୩ : ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେଲା ବାବା ଆଖଣ୍ଡଳଣିଙ୍କ ଜାଗରଯାତ୍ରା । ଭୋର ୫ଟାରେ ମନ୍ଦିରଚୂଡାକୁ ଉଠିଲା ମହାଦୀପ ।

ଖବର ଅନୁଯାୟୀ, ପବିତ୍ର ମହାଶିବରାତ୍ରୀରେ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶାନ୍ତିଶୃଙ୍ଖଳାର ସମ୍ପନ୍ନ ହୋଇଛି । ଏଥିପାଇଁ ମଙ୍ଗଲବାର ରାତ୍ରତମାମ ବାବାଙ୍କର ସ୍ବତନ୍ତ୍ର ନୀତିକାନ୍ତି ସହ ସୁନାବେଶ ଅନୁଷ୍ଠିତ ହୋଇଥିଲା ।

ସେବାୟତଙ୍କ ପକ୍ଷରୁ ୪୦ କେଜି ଘିଅର ନିର୍ମିତ ମହାଦୀପ ବିଶ୍ବ କଲ୍ୟାଣ ଉଦ୍ଦେଶ୍ୟରେ ମଣିବାବାଙ୍କ ପାଖରେ ଉତ୍ସର୍ଗିତ ହୋଇଥିଲା । ଏହାପରେ ଘଣ୍ଟାକିର୍ତ୍ତନ ଓ ଭକ୍ତଙ୍କ ଗହଳିରେ ମନ୍ଦିର ଚୂଡାକୁ ମହାଦୀପ ଉଠିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ