ରାଜ୍ୟ

ବାର୍ଡ ଫ୍ଲୁ କୁକୁଡ଼ାର ସଂସ୍ପର୍ଶରେ ମଣିଷ ଆସିବା ଉଚିତ ନୁହେଁ

ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ବାର୍ଡ ଫ୍ଲୁକୁ ନେଇ ଜିଲ୍ଲା ମାନଙ୍କୁ ମାର୍ଗଦର୍ଶିକା ଦିଆଯାଇଛି।

ଭୁବନେଶ୍ବର: ବାର୍ଡ ଫ୍ଲୁକୁ ନେଇ ସ୍ଥିତି ଚିନ୍ତାଜନକ ରହିଛି। ଏଣୁ ଏବେ କିଛି ଦିନ ପାଇଁ ଚିକେନ୍ ନ ଖାଇବା ଭଲ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ମତ ରଖିଛନ୍ତି। ସେ କହିଛନ୍ତି, ବାର୍ଡ ଫ୍ଲୁକୁ ନେଇ ଜିଲ୍ଲା ମାନଙ୍କୁ ମାର୍ଗଦର୍ଶିକା ଦିଆଯାଇଛି। ବାର୍ଡ ଫ୍ଲୁରେ ସଂକ୍ରମଣ ହେଲେ ପ୍ରଥମେ ଜର ହେବ ବା ଫିଭର ସର୍ଭିଲାନ୍ସ ହେବ। ପିପିଲି ବାର୍ଡ ଫ୍ଲୁ ର ହଟସ୍ପଟ୍ ପାଲଟିଛି। ତେଣୁ ରାପିଡ ରେସପନ୍ସ ଟିମ୍ ଯାଇଛନ୍ତି। ଆଜି ପିପିଲି ଯାଇ ଯେଉଁ ଏରିଆରୁ ବାର୍ଡ ଫ୍ଲୁ ବାହାରିଛି, ସେ ଅଞ୍ଚଳକୁ କଣ୍ଟେନମେଣ୍ଟ କରିଦିଆଯାଉଛି।

ସ୍ୱାସ୍ଥ୍ୟ ନିର୍ଦେଶକ ଆହୁରି କହିଛନ୍ତି କି ବାର୍ଡ ଫ୍ଲୁ ହେଲେ ତୁରନ୍ତ କୁକୁଡ଼ାକୁ ମାରିଦେଇ ପୋତି ଦେବା ଦରକାର। ସବୁ ଦିନ ଏନେଇ ତଥ୍ୟ ସଂଗ୍ରହ କରାଯାଉଛି। କେବଳ ପିପିଲିରେ ବାହାରୁଛି ହେଲେ ଆମେ ସେ ଜାଗା ସହ ଅନ୍ୟ ଅଞ୍ଚଳକୁ ବି ଧ୍ୟାନରେ ରଖିଛୁ।
ବାର୍ଡ ଫ୍ଲୁ କୁକୁଡ଼ାର ସଂସ୍ପର୍ଶରେ ମଣିଷ ଆସିବା ଉଚିତ ନୁହେଁ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।