କଳା ଓ ସଂସ୍କୃତି ରାଜ୍ୟ ସ୍ପେଶାଲ ରିପୋର୍ଟ

ବାଲୁକା କଳାରେ ହୋଲି ପର୍ବର ଶୁଭେଚ୍ଛା, ପ୍ରାକୃତିକ ରଙ୍ଗରେ “Happy Holi” ବାର୍ତ୍ତା

ପୁରୀ ୧୮/୦୩ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଏଥର ଓଡିଶାର ପୁରାତନ ଓଡିଶୀ ଶୈଳୀର ଆର୍ଟ ଫର୍ମ ରାଧା କୃଷ୍ଣ ଙ୍କ ହୋଲି ଖେଳର ଦୃଶ୍ୟ ନିଜ ବାଲୁକା କଳା ମାଧ୍ୟମ ରେ ନିର୍ମାଣ କରିଛନ୍ତି। ହୋଲି ଯାହାକି ରଙ୍ଗର ପର୍ବ ଏବଂ ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ଖେଳ ।

ଏହି ବାଲୁକା କଳାଟି ୧୫ ଫୁଟ ଓସାର ବିଶିଷ୍ଟ ଏବଂ ଏହାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ଏଥିରେ ୧୫ଟନ ବାଲିର ଉପଯୋଗ କରାଯାଇଛି ଏବଂ ଏଥିରେ “Happy Holi”ର ବାର୍ତ୍ତା ଦେଇ ଜନ ସମାଜକୁ ପ୍ରାକୃତିକ ରଙ୍ଗ ବ୍ୟବହାର କରି covid-19 ର ନିୟମ ମାନି ହୋଲି ପର୍ବକୁ ପାଳନ କରିବା ପାଇଁ ଅନୁରୋଧ କରିବା ସହିତ ସମସ୍ତଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,