ଦେଶ ବିଦେଶ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ବାହାରିଲା ଜେଇଇ ମେନ୍ ରେଜଲ୍ଟ : ଓ୍ୱେବସାଇଟରେ ପରୀକ୍ଷାଫଳ ଦେଖିପାରିବେ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ ୧୧/୦୭: ପ୍ରକାଶ ପାଇଛି ଜେଇଇ ମେନ୍ ରେଜଲ୍ଟ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ୍ ସେସନ୍-୧ ରେଜଲ୍ଟ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ Jeemain.nta.nic.in ୱେବସାଇଟରେ ପରୀକ୍ଷା ଫଳ ଦେଖିପାରିବେ। ଏହି ପରୀକ୍ଷା ଜୁନ ୨୩ରୁ ୨୯ ମଧ୍ୟରେ ହୋଇଥିଲା।

ସୂଚନାନୁସାରେ, ଚଳିତ ବର୍ଷ ପ୍ରାୟ ୧୦ ଲକ୍ଷ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଥିଲେ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଜୁନ୍ ଏବଂ ଜୁଲାଇରେ ଜେଇଇ ମେନ୍ ପରୀକ୍ଷା କରାଯାଇଛି। ତେବେ ଛାତ୍ରଛାତ୍ରୀମାନେ ଉଭୟ ପରୀକ୍ଷା ଦେଇପାରିବେ। ଫାଇନାଲ୍ ମେରିଟ୍ ଲିଷ୍ଟ ପାଇଁ ସର୍ବାଧିକ ମାର୍କକୁ ବିଚାରକୁ ନିଆଯିବ।

ତେବେ ଚଳିତ ମାସ ୨୧ରୁ ୩୦ ମଧ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ୍ ପରୀକ୍ଷା ହେବ। ଜେଇଇ ମେନ୍‌ର ରେଜଲ୍ଟ ଆଧାରର ଜେଇଇ ଆଡଭାନ୍ସଡ୍ ପାଇଁ ଚୟନ କରାଯିବ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି