ଦେଶ ବିଦେଶ ମନୋରଞ୍ଜନ

ବିକିନି ପିନ୍ଧି ବୋଲ୍ଡ ଫଟୋସୁଟ୍‌ କରାଇଲେ ସାମନ୍ଥା, ଫଟୋ ଦେଖି ଅନୁଷ୍କା ଦେଲେ ଏପରି ରିଆକ୍ସନ

ନୂଆଦିଲ୍ଲୀ ୦୭।୦୬ :ସାଉଥର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁ ଯେତିକି ସୁନ୍ଦର ସେତିକି ଦକ୍ଷ । ଅନ୍ୟ ଅଭିନେତ୍ରୀ ମଧ୍ୟରୁ ସେ ଇଣ୍ଡଷ୍ଟ୍ରିରେ ପ୍ରମୁଖ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ବର୍ତ୍ତମାନ ତାଙ୍କର କୌଣସି ପରିଚୟର ଆବଶ୍ୟକ ନାହିଁ । ପୁଷ୍ପାରେ ଆଇଟମ୍ ଗୀତ ପରେ ସାମନ୍ଥା ସବୁଆଡେ ଚର୍ଚ୍ଚାକୁ ଆସିଥିଲେ। ହେଲେ ଏବେ ତାଙ୍କର ଏକ ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଏକ ଲୁକ୍‌ରେ ନଜର ଆସିଛନ୍ତି । ଯାହାକୁ ଦେଖିବା ପରେ ତାଙ୍କ ଫ୍ୟାନ୍ସମାନେ ଦିୱାନା ହୋଇଯାଇଛନ୍ତି।

ନିକଟରେ ସାମନ୍ଥା କଳା-ହଳଦିଆ ପ୍ୟାଣ୍ଟ ସହିତ ଏକ କଳା ବିକିନି ଟପ୍ ପିନ୍ଧିଥିଛନ୍ତି। ତାସହ ନ୍ୟୁଡ୍‌ ମେକଅପ୍ ସହ ଟୋଣ୍ଡ ଫିଗର୍ ପ୍ଲାଣ୍ଟ କରୁଛନ୍ତି। ସାମନ୍ଥାଙ୍କ ଏହି ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ତାଙ୍କର ଏହି ବୋଲ୍ଡ ଲୁକ୍‌ ଚାରଚାନ୍ଦ ଲଗାଇଛି। ପୋଷ୍ଟରେ ଷ୍ଟାରମାନେ ଖୁବ୍ ପ୍ରଶଂସା କରି କମେଣ୍ଟ ଦେଉଛନ୍ତି।ଏହି ସମୟରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲେଖିଛନ୍ତି, ‘ହଟ୍ଟି’ ଏହା ପରେ ସେ ନିଆଁର ଏକ ଇମୋଜି ଦେଇଥିଲେ।

ସାମନ୍ଥାଙ୍କ ୱାର୍କଫ୍ରଣ୍ଟ ବିଷୟରେ କହିବାକୁ ଗଲେ ତାଙ୍କ ହାତରେ ଆଗକୁ ବହୁତ ପ୍ରୋଜେକ୍ଟ ରହିଛି। ବିଜୟ ଦେବରାକୋଣ୍ଡାଙ୍କ ଫିଲ୍ମର ‘ଖୁସି’ରେ ନଜର ଆସିବେ। ଫିଲ୍ମଟି ୨୩ ଡିସେମ୍ବରରେ ତେଲୁଗୁ, ତାମିଲ, କନ୍ନଡ ଏବଂ ମାଲାୟାଲମ୍ ଭାଷାରେ ରିଲିଜ୍‌ ହେବ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ