ରାଜନୀତି ରାଜ୍ୟ

ବିଜେଡିରୁ ରାଜ୍ୟସଭା ଯିବାକୁ ଚାହୁଁଥିଲେ, ନ ମିଳିବାରୁ କଂଗ୍ରେସରେ ଯୋଗ ଦେଇଛନ୍ତି ବିଜୟ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : କଂଗ୍ରେସ ଦଳରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସକ ବିଜୟ ପଟ୍ଟନାୟକ ଆଜି ସାମ୍ବାଦିକ ସମ୍ମିଳନୀ‌ରେ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି।

ଶ୍ରୀ ମହାନ୍ତି ଏକ ପ୍ରେସ୍ ବିବୃତିରେ କହିଛନ୍ତି ଯେ ଶ୍ରୀ ପଟ୍ଟନାୟକ କଂଗ୍ରେସ ନୁହେଁ, ବିଜେପିର ମୁଖପାତ୍ର ଭଳି କଥା ହେଉଛନ୍ତି। ସରକାରୀ ଚାକିରିରୁ ଅବସର ନେବା ପରେ ସେ ରାଜନୀତିରେ ଯୋଗଦେଇ କ୍ଷମତାରେ ରହିବା ପାଇଁ ବ୍ୟାକୁଳ ଥିଲେ। ଏଥିପାଇଁ ସେ ବିଜୁ ଜନତା ଦଳରେ ଯୋଗଦେଇ ରାଜ୍ୟସଭା ଯିବାକୁ ଚାହୁଁଥିଲେ। ମାତ୍ର ତାହା ସମ୍ଭବ ନ ହେବାରୁ ଶେଷରେ ବୁଲିବୁଲି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଭବିଷ୍ୟତରେ ବି ସେ କଂଗ୍ରେସ ଦଳରେ ରହି ବିଜେପିର ମୁଖପାତ୍ର ଭଳି କାମ କରିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର