ଅପରାଧ ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: AIDSO ପକ୍ଷରୁ ସାରା ରାଜ୍ୟରେ ବିକ୍ଷୋଭ

କଟକ, ୦୫।୦୭: ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ ଦୃଷ୍ଟାନ୍ତ ମୂଳକ ଦଣ୍ଡ ଦେବା ଦାବିରେ ଅଲ ଇଣ୍ଡିଆ ଡେମୋକ୍ରାଟିକ ଷ୍ଟୁଡେଣ୍ଟସ ଅର୍ଗାନାଇଜେସନ (ଏ. ଆଇ.ଡି.ଏସ.ଓ) ପକ୍ଷରୁ ଆଜି ସାରା ଓଡିଶା ପ୍ରତିବାଦ ଦିବସ ପାଳନ କରୁଛି । ଏହି ପରିପ୍ରେକ୍ଷୀରେ ସଂଗଠନ କଟକ ଜିଲ୍ଲା କମିଟ ପକ୍ଷରୁ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି ।

ସଂଗଠନର ଓଡିଶା ରାଜ୍ୟ କମିଟି ଉପ ସଭାପତି ବବି ବଳବନ୍ତ ରାୟ, କଟକ ଜିଲ୍ଲା କମିଟି ସଭାପତି ଭାଗ୍ୟରବି ଦାସ ଓ ଏଆଇଡିଏସବଓର ବହୁ ଛତ୍ର ଓ ଛାତ୍ରୀ ଉପସ୍ଥିତ ଥିଲେ। ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଦୋଷୀଙ୍କୁ ଚିହ୍ନଟ କରି ତୁରନ୍ତ ଦଣ୍ଡ ବିଧାନ କରାନଗଲେ ଛାତ୍ର ଆନ୍ଦୋଳନକୁ ଶକ୍ତି ଶାଳୀ କରାଯିବ ବୋଲି ଛାତ୍ର ନେତା ମାନେ ଚେତାବନୀ ଦେଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି