ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବିଧାନସଭାରେ ପ୍ରଥମ ଥର ପାଇଁ ଅନଲାଇନରେ ପ୍ରଶ୍ନୋତ୍ତର ହେବ, ସୂଚନା ଦେଲେ ବାଚସ୍ପତି

ଭୁବନେଶ୍ବର: ପ୍ରଥମ ଥର ପାଇଁ ବିଧାନସଭାର ପ୍ରଶ୍ନକାଳ ଅନଲାଇନରେ ଚାଲିବ। ବିଧାନସଭା ବଜେଟ ଅଧିବେଶନରେ ପ୍ରଶ୍ନୋତ୍ତର କାଳକୁ ପେପରଲେସ କରିବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ବଜେଟ ଅଧିବେଶନରେ ସମସ୍ତ ବିଧାୟକ ଅନଲାଇନରେ ପ୍ରଶ୍ନ ପଚାରିବେ ଓ ବିଧାୟକଙ୍କ ପ୍ରଶ୍ନର ଉତ୍ତର ମନ୍ତ୍ରୀ ଅନଲାଇନରେ ଦେବେ। ବିଧାୟକଙ୍କ ମୋବାଇଲକୁ ସିଧା ଉତ୍ତର ପଠାଇ ଦିଆଯିବ।

ନାଭା ଆପ୍ ଜରିଆରେ ବିଧାନସଭାରେ ପ୍ରଶ୍ନୋତ୍ତର ଅନଲାଇନରେ ହେବ ବୋଲି ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି